ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜବଲପୁରର ପ୍ରାଚୀନ ସଂଗ୍ରାମ ସାଗରର ପୁନରୁଦ୍ଧାର ପାଇଁ ଲୋକଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଜବଲପୁରର ପ୍ରାଚୀନ ସଂଗ୍ରାମ ସାଗରର ପୁନରୁଦ୍ଧାର ପାଇଁ ଲୋକଙ୍କ ଶ୍ରମଦାନ ବେଶ ପ୍ରଶଂସାଯୋଗ୍ୟ ବୋଲି ସେ କହିଛନ୍ତି । ଶ୍ରୀ ମୋଦୀ ଜବଲପୁର ସାଂସଦ ଶ୍ରୀ ରାକେଶ ସିଂହଙ୍କ ଟ୍ୱିଟ ଶୃଙ୍ଖଳର ପ୍ରତ୍ୟୁତ୍ତର ଦେଇଛନ୍ତି । ଯେଉଁଥିରେ ଶ୍ରୀ ସିଂହ ସୂଚନା ଦେଇଛନ୍ତି, ଜନପ୍ରତିନିଧି, ଜବଲପୁର ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କ ସହ ସେ ସଂଗ୍ରାମ ସାଗର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ନୀରିକ୍ଷଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଜବଲପୁରର ପ୍ରାଚୀନ ସଂଗ୍ରାମ ସାଗରର ପୁନରୁଦ୍ଧାର ପାଇଁ ଲୋକଙ୍କ ଶ୍ରମଦାନ ଉଦ୍ୟମ ବେଶ ପ୍ରଶଂସନୀୟ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s electronics output hits ₹13 lakh crore; Vaishnaw eyes No. 2 export spot

Media Coverage

India’s electronics output hits ₹13 lakh crore; Vaishnaw eyes No. 2 export spot
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam highlighting the virtues of truth, service, learning and action
June 18, 2026

The Prime Minister, Shri Narendra Modi said that wealth follows truthfulness, fame follows selfless service, knowledge follows constant practice and wisdom follows action. He noted that these values play a vital role in shaping individual character and contributing to collective progress.

The Prime Minister shared a Sanskrit Subhashitam-

“सत्यानुसारिणी लक्ष्मीः कीर्तिस्त्यागानुसारिणी।

अभ्याससारिणी विद्या बुद्धिः कर्मानुसारिणी।।”

The Prime Minister wrote on X;