ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଝାନ୍ସିରେ ଜଳ ସଂରକ୍ଷଣ ଏବଂ ଭୂତଳ ଜଳ ସ୍ତର ବଢ଼ାଇବା ଲାଗି ଜନଭାଗିଦାରୀ ଦ୍ୱାରା କରାଯାଉଥିବା ପ୍ରୟାସକୁ ପ୍ରଶଂସା କରିଛନ୍ତି । ଏହି ମହାନ କାମରେ ଜଡ଼ିତ ସମସ୍ତଙ୍କୁ ଶ୍ରୀ ମୋଦୀ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି ।

ଶୁଖିଯାଉଥିବା ନଦୀଗୁଡ଼ିକର ପୁନରୁଦ୍ଧାର ଏବଂ ନିର୍ବାଚନୀମଣ୍ଡଳରେ ବିଭିନ୍ନ ଅମୃତ ସରୋବର ନିର୍ମାଣ ବିଷୟରେ ଝାନ୍ସି ସାଂସଦ କରିଥିବା ଏକାଧିକ ଏକ୍ସ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ଏକ ଏକ୍ସ ପୋଷ୍ଟରେ କହିଛନ୍ତି:

‘ଉତ୍ତରପ୍ରଦେଶର ଝାନ୍ସିରେ ଜଳ ସଂରକ୍ଷଣ ଏବଂ ଭୂତଳ ଜଳ ସ୍ତର ବୃଦ୍ଧି ପାଇଁ ଜନଭାଗିଦାରୀ ଦ୍ୱାରା କରାଯାଉଥିôବା ପ୍ରୟାସର ଫଳ ଅତ୍ୟନ୍ତ ଉତ୍ସାହଜନକ ଏବଂ ଏହା ସମଗ୍ର ଦେଶ ପାଇଁ ଏକ ଉଦାହରଣ । ଏହି ମହାନ କାର୍ଯ୍ୟ ସହ ଜଡ଼ିତ ସମସ୍ତଙ୍କୁ ବହୁତ ବହୁତ ଅଭିନନ୍ଦନ ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's high-flying ambitions: How policy overhaul doubled nation's MRO footprint from 96 to 166

Media Coverage

India's high-flying ambitions: How policy overhaul doubled nation's MRO footprint from 96 to 166
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 16, 2026
May 16, 2026

Petroleum Reserves Secured, Dollars Pouring In, AI Supercluster Rising — Welcome to PM Modi’s New India