ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପେପରଲେସ ହେବା ପାଇଁ ତ୍ରିପୁରା ସରକାରଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି ।
ତ୍ରିପୁରା ମୁଖ୍ୟମନ୍ତ୍ରୀ ପ୍ରଫେସର (ଡଃ) ମାନିକ ସାହାଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପ୍ରଯୁକ୍ତିକୁ ଆପଣାଇବା ସହ ନାଗରିକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବାକୁ ତ୍ରିପୁରା ସରକାରଙ୍କ ନିରବଚ୍ଛିନ୍ନ ଉଦ୍ୟମ ଦେଖିବା ସନ୍ତୋଷଜନକ ।”
Good to see Tripura making determined efforts to embrace technology and bring a positive difference in the lives of citizens. https://t.co/umfn5JSxcL
— Narendra Modi (@narendramodi) May 8, 2023


