ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା (ପିଏମ୍‌ଜେଡିୱାଇ)ର ୧୧ତମ ବାର୍ଷିକୀ ପାଳନ କରିଛନ୍ତି । ସେ କହିଛନ୍ତି ଯେ, ଏହା ଏକ ପରିବର୍ତ୍ତନକାରୀ ପଦକ୍ଷେପ ଯାହା ସମଗ୍ର ଭାରତରେ ଆର୍ଥିକ ସମାବେଶନକୁ ପୁନଃଆକୃତି ଦେଇଛି । ଶ୍ରୀ ମୋଦୀ ଗୁରୁତ୍ୱ ଦେଇ କହିଛନ୍ତି ଯେ ପିଏମ୍‌ଜେଡିୱାଇ ଲୋକମାନଙ୍କର ସମ୍ମାନ ବୃଦ୍ଧି କରିଛି ଏବଂ ଶେଷ ମାଇଲ ପର୍ଯର୍୍ୟନ୍ତ ଆର୍ଥିକ ସମାବେଶନ ସୁବିଧା ପହଞ୍ଚାଇବା ସହ ଲୋକମାନଙ୍କୁ ନିଜ ଭାଗ୍ୟ ନିଜେ ଲେଖିବାର ଶକ୍ତି ଦେଇଛି ।

ଏକ୍ସରେ ମାଇଗଭ୍‌ଇଣ୍ଡିଆ ପକ୍ଷରୁ କରାଯାଇଥିବା ଏକ ପୋଷ୍ଟ ଉପରେ ପ୍ରତିକ୍ରିୟା ଦେଇ ଶ୍ରୀ ମୋଦୀ କହିଛନ୍ତି;

“ଆର୍ଥିକ ବହିଷ୍କରଣରୁ ସଶକ୍ତିକରଣ ପର୍ଯ୍ୟନ୍ତ! ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା କିପରି ସମଗ୍ର ଭାରତରେ ଜୀବନକୁ ପରିବର୍ତ୍ତନ କରିଛି ତାହାର ଏକ ଝଲକ ଏଠାରେ ରହିଛି ।

#11YearsOfJanDhan “

“ଯେତେବେଳେ ଶେଷ ମାଇଲ ଆର୍ଥିକ ଭାବରେ ସଂଯୁକ୍ତ ହୋଇଥାଏ, ସମଗ୍ର ଦେଶ ଏକାଠି ଆଗକୁ ବଢ଼େ । ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଠିକ୍ ଏହି ଲକ୍ଷ୍ୟ ହାସଲ ହୋଇଛି । ଏହା ଲୋକମାନଙ୍କର ମର୍ଯ୍ୟାଦା ବୃଦ୍ଧି କରିଛି ଏବଂ ସେମାନଙ୍କୁ ନିଜ ଭାଗ୍ୟ ନିଜେ ଲେଖିବାର ଶକ୍ତି ଦେଇଛି ।

#11YearsOfJanDhan

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's high-flying ambitions: How policy overhaul doubled nation's MRO footprint from 96 to 166

Media Coverage

India's high-flying ambitions: How policy overhaul doubled nation's MRO footprint from 96 to 166
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 16, 2026
May 16, 2026

Petroleum Reserves Secured, Dollars Pouring In, AI Supercluster Rising — Welcome to PM Modi’s New India