ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁଲାଇ ୧୩ରେ ଫ୍ରାନ୍ସ ସିନେଟ ଅଧ୍ୟକ୍ଷ ଜେରାଡ ଲର୍ଚରଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଫ୍ରାନ୍ସ ସହଭାଗିତାର ଆଧାର ଭାବେ ‘ଗଣତନ୍ତ୍ର, ସ୍ୱାଧୀନତା ଏବଂ ସମାନତା’ ଉପରେ ଫୋକସ କରିଥିଲେ । 

ଆଲୋଚନାରେ ଜି-୨୦କୁ ନେଇ ଭାରତର ପ୍ରାଥମିକତା, ଟେକ୍ନୋଲୋଜିର ବ୍ୟବହାରରେ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଦୁଇ ସଦନ ମଧ୍ୟରେ ସହଯୋଗ ସମେତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗରେ ପରସ୍ପରର ମଙ୍ଗଳକୁ ଗୁରୁତ୍ୱ ଦିଆଯାଇଥିଲା । 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves hit all-time high of $729.33 billion after $12.42 billion jump

Media Coverage

India's forex reserves hit all-time high of $729.33 billion after $12.42 billion jump
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi