ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କୁ ଭେଟି ଗ୍ରାମାଞ୍ଚଳର ବିକାଶ ସହ ଜନ ଶକ୍ତିଙ୍କ ସାମାଜିକ ପ୍ରଗତି ପାଇଁ ଆଲୋଚନା କରିଥିଲେ ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଗତକାଲି ଗୁଜୁରାଟର ଜିଲ୍ଲା ପଞ୍ଚାୟତ ସଦସ୍ୟଙ୍କ ସହ ଏକ ଉତ୍ତମ ବୈଠକ ଥିଲା । ଗ୍ରାମାଞ୍ଚଳର ବିକାଶ ସହ ଜନ ଶକ୍ତିଙ୍କ ସାମାଜିକ ପ୍ରଗତି ପାଇଁ ଆମେ ଆଲୋଚନା କରିଥିଲୁ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
On Puri’s Grand Road, a devotee’s submission

Media Coverage

On Puri’s Grand Road, a devotee’s submission
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 16, 2026
July 16, 2026

Atmanirbhar to Inclusive: PM Modi’s Blueprint for a Self-Reliant, Empowered & Culturally Rooted Bharat