ବ୍ୟାଙ୍କକ୍‌ରେ ଷଷ୍ଠ ବିମ୍‌ଷ୍ଟେକ୍ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳର ପ୍ରଧାନମନ୍ତ୍ରୀ ଶ୍ରୀ କେ.ପି. ଶର୍ମା ଓଲିଙ୍କୁ ଭେଟିଛନ୍ତି ।

 

 

ଦୁଇ ନେତା ଭାରତ ଏବଂ ନେପାଳ ମଧ୍ୟରେ ଅନନ୍ୟ ଏବଂ ଘନିଷ୍ଠ ସମ୍ପର୍କର ସମୀକ୍ଷା କରିଛନ୍ତି । ସେମାନେ ଭୌତିକ ଏବଂ ଡିଜିଟାଲ ସମ୍ପର୍କ, ଲୋକମାନଙ୍କ ମଧ୍ୟରେ ସଂଯୋଗ ଏବଂ ଶକ୍ତି କ୍ଷେତ୍ରରେ ହୋଇଥିବା ପ୍ରଗତି ଉପରେ ସନ୍ତୋଷ ପ୍ରକାଶ କରିଛନ୍ତି । ଦୁଇ ଦେଶ ଏବଂ ଲୋକଙ୍କ ମଧ୍ୟରେ ବହୁମୁଖୀ ସହଭାଗୀତାକୁ ଆହୁରି ମଜବୁତ କରିବା ଦିଗରେ କାର୍ଯ୍ୟ ଜାରି ରଖିବାକୁ ସେମାନେ ସହମତ ହୋଇଛନ୍ତି ।

 

 

ପଡୋଶୀ ପ୍ରଥମ ନୀତି ଅଧୀନରେ ନେପାଳ ଭାରତର ଏକ ପ୍ରାଥମିକ ଅଂଶୀଦାର । ଏହି ବୈଠକ ଦୁଇ ଦେଶ ମଧ୍ୟରେ ନିୟମିତ ଉଚ୍ଚସ୍ତରୀୟ ଆଦାନପ୍ରଦାନର ପରମ୍ପରାକୁ ଜାରି ରଖିଛି ।

 

 

Had a productive meeting with Prime Minister KP Sharma Oli in Bangkok. India attaches immense priority to relations with Nepal. We discussed different aspects of India-Nepal friendship, especially in sectors like energy, connectivity, culture and digital technology. We also… pic.twitter.com/Ygrj30VyfH

— Narendra Modi (@narendramodi) April 4, 2025

 

बैंककमा प्रधानमन्त्री केपी शर्मा ओलीसँगको भेटघाट फलदायी रह्यो। भारतले नेपालसँगको सम्बन्धलाई ठूलो प्राथमिकता दिएको छ। हामीले भारत-नेपाल मित्रताका विभिन्न पक्षहरू विशेष गरी ऊर्जा, कनेक्टिभिटी, संस्कृति र डिजिटल प्रविधि जस्ता क्षेत्रहरूमा छलफल गर्यौं। हामीले यस वर्षको बिमस्टेक शिखर… pic.twitter.com/QjoP55jOfG

— Narendra Modi (@narendramodi) April 4, 2025

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
2026 is poised to become a definitive turning point in India’s odyssey toward space

Media Coverage

2026 is poised to become a definitive turning point in India’s odyssey toward space
NM on the go

Nm on the go

Always be the first to hear from the PM. Get the App Now!
...
PM Modi shares Sanskrit Subhashitam emphasising the importance of Farmers
December 23, 2025

The Prime Minister, Shri Narendra Modi, shared a Sanskrit Subhashitam-

“सुवर्ण-रौप्य-माणिक्य-वसनैरपि पूरिताः।

तथापि प्रार्थयन्त्येव कृषकान् भक्ततृष्णया।।”

The Subhashitam conveys that even when possessing gold, silver, rubies, and fine clothes, people still have to depend on farmers for food.

The Prime Minister wrote on X;

“सुवर्ण-रौप्य-माणिक्य-वसनैरपि पूरिताः।

तथापि प्रार्थयन्त्येव कृषकान् भक्ततृष्णया।।"