ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପ୍ରତି ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି ଏବଂ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ଉପରାଷ୍ଟ୍ରପତି ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କଲି ଏବଂ ପବିତ୍ର ଦୀପାବଳି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଲି ।”
@VPIndia
@CPR_VP
Met Vice President Thiru CP Radhakrishnan Ji and wished him a very happy Diwali.@VPIndia @CPR_VP pic.twitter.com/Vi8WCTI2Yk
— Narendra Modi (@narendramodi) October 20, 2025


