ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ରିଓ ଡି ଜେନେରୋରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ବିନ୍ ଇବ୍ରାହିମଙ୍କୁ ସାକ୍ଷାତ କରିଛନ୍ତି ।

 

 

୨୦୨୪ରେ ମାଲେସିଆର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ପରଠାରୁ ଭାରତ ଏବଂ ମାଲେସିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତି ଉପରେ ଉଭୟ ନେତା ସମୀକ୍ଷା କରିଛନ୍ତି । ଯେଉଁଥିରେ ବାଣିଜ୍ୟ ଏବଂ ନିବେଶ, ପ୍ରତିରକ୍ଷା, ଶିକ୍ଷା, ସ୍ୱାସ୍ଥ୍ୟସେବା, ପର୍ଯ୍ୟଟନ ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ଇତ୍ୟାଦି କ୍ଷେତ୍ର ଅନ୍ତର୍ଭୁକ୍ତ ।

 

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିଥିବାରୁ ପ୍ରଧାନମନ୍ତ୍ରୀ ଇବ୍ରାହିମଙ୍କୁ ଧନ୍ୟବାଦ ଜଣାଇଥିଲେ ପ୍ରଧାନମନ୍ତ୍ରୀ । ବହୁପାକ୍ଷିକ କ୍ଷେତ୍ର ଏବଂ ଆଞ୍ଚଳିକ ସୁରକ୍ଷାରେ ସହଯୋଗ ବିଷୟରେ ମଧ୍ୟ ଦୁଇ ନେତା ଆଲୋଚନା କରିଥିଲେ ।

 

ପ୍ରଧାନମନ୍ତ୍ରୀ ମାଲେସିଆକୁ ଆସିଆନ୍‌ର ସଫଳ ପରିଚାଳନା ପାଇଁ ଅଭିନନ୍ଦନ ଜଣାଇଛନ୍ତି । ଆସିଆନ୍‌-ଭାରତ ଏଫ୍‌ଟିଏ ସମୀକ୍ଷାର ଶୀଘ୍ର ଏବଂ ସଫଳ ସମାପ୍ତି ସମେତ ଏକ ସୁଦୃଢ଼ ଆସିଆନ୍‌-ଭାରତ ବ୍ୟାପକ ରଣନୈତିକ ସହଭାଗିତା ପାଇଁ ଏହାର ନିରନ୍ତର ସମର୍ଥନକୁ ସ୍ୱାଗତ କରିଛନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s march towards self-reliance in med-tech

Media Coverage

India’s march towards self-reliance in med-tech
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 07, 2026
August 07, 2026

Viksit Bharat Accelerating: 4x Data Centres, Record EV Sales, Ethanol Validation & Northeast Connectivity Under PM Modi’s Watch