ସେୟାର
 
Comments
PM reviews state-wise and district wise covid situation
PM directs help & guidance to the states about leading indicators to ramp up healthcare infrastructure
PM reviews availability of medicines
PM reviews India’s vaccine drive
Need to sensitise states that the speed of vaccination doesn’t come down: PM

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶରେ  କୋଭିଡ-୧୯ ପରିସ୍ଥିତିର ଆଜି ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ଦେଶରେ ବିଭିନ୍ନ ରାଜ୍ୟ ଓ ଜିଲ୍ଲା ୱାରୀ କୋଭିଡ ସଂକ୍ରମଣ ନେଇ ତାଙ୍କୁ ସବିଶେଷ ଅବଗତ କରାଯାଇଛି । ଯେଉଁ ୧୨ଟି ରାଜ୍ୟରେ ଏକଲକ୍ଷ ବା ତା’ଠାରୁ ଅଧିକ ମାମଲା ଅଛି ସେ ସମ୍ପର୍କରେ ତାଙ୍କୁ ଅବଗତ କରାଯାଇଛି । ଯେଉଁ ଜିଲ୍ଳାଗୁଡିକରେ ସଂକ୍ରମଣ ଅଧିକ ହୋଇଛି ସେ ସମ୍ପର୍କରେ ମଧ୍ୟ ତାଙ୍କୁ ଅବଗତ କରାଯାଇଥିଲା ।

ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟଗତ ଭିତ୍ତିଭୂମିକୁ କିପରି ସଜଡା ଯାଇଛି ସେ ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇଥିଲା । ଯେଉଁ ରାଜ୍ୟରେ ଏହାର ଆବଶ୍ୟକତା ରହିଛି ସେ ରାଜ୍ୟଗୁଡିକୁ ସାହାଯ୍ୟ ଓ ମାର୍ଗଦର୍ଶନ  ଦେବା ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଶୀଘ୍ର ଓ ସମ୍ପୂର୍ଣ୍ଣ ସଙ୍ଗରୋଧଜନିତ ପଦକ୍ଷେପର ଆବଶ୍ୟକତା ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଯେଉଁ ଜିଲ୍ଲାଗୁଡିକରେ ସଂକ୍ରମଣ ପଜିଟିଭ ହାର ଶତକଡା ଦଶଭାଗ ବା ଶତକଡା ୬୦ଭାଗ ଅମ୍ଳଜାନ ସଂଯୋଗ ହୋଇଥିବା ଶଯ୍ୟା ବା ଆଇସିୟୁ ଅଧିକୃତ ହୋଇଥିବ ସେମାନଙ୍କୁ ଚିହ୍ନଟ କରିବାକୁ ରାଜ୍ୟଗୁଡିକୁ ମାର୍ଗଦର୍ଶିକା ପଠାଯାଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ପ୍ରଧାନମନ୍ତ୍ରୀ ଔଷଧପତ୍ରର ଉପଲବ୍ଧତାର ମଧ୍ୟ ସମୀକ୍ଷା କରିଥିଲେ । ରେମଡେସିଭିର ସମେତ ଅନ୍ୟ ଔଷଧର ଆଶୁ ଉତ୍ପାଦନ ବୃଦ୍ଧି ସମ୍ପର୍କରେ ତାଙ୍କୁ ଅବଗତ କରାଯାଇଥିଲା ।

ଟିକାକରଣର ସ୍ଥିତି ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିବା ସହ ଆଗାମୀ କିଛି ମାସ ମଧ୍ୟରେ କିପରି ଟିକା ମାତ୍ରା ଉତ୍ପାଦନ ବୃଦ୍ଧି କରାଯିବ ସେ ସମ୍ପର୍କରେ ମଧ୍ୟ ବୁଝିଥିଲେ । ଏପର୍ଯ୍ୟନ୍ତ ୧୭.୭କୋଟି ଟିକା ବିଭିନ୍ନ ରାଜ୍ୟକୁ ପଠାଯାଇଥିବା ତାଙ୍କୁ ସୂଚନା ଦିଆଯାଇଥିଲା । ରାଜ୍ୟୱାରୀ ଟିକା ନଷ୍ଟ ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ । ଦେଶରେ ଶତକଡା ୩୧ଭାଗ ୪୫ବର୍ଷରୁ ଅଧିକ ହିତାଧିକାରୀଙ୍କୁ ଅନୂନ୍ୟ ଗୋଟିଏ ମାତ୍ରା ଦିଆଯାଇଥିବା ତାଙ୍କୁ ଅବଗତ କରାଯାଇଥିଲା । ଯେପରି ରାଜ୍ୟଗୁଡିକରେ ଟିକାକାରଣ କାର୍ଯ୍ୟକ୍ରମରେ  ଶିଥିଳତା ନ ଆସେ ସେ ସମ୍ପର୍କରେ ରାଜ୍ୟଗୁଡିକୁ ସମ୍ବେଦନଶୀଳ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାଆରୋପ କରିଥିଲେ । ଲକ୍‌ଡାଉନ ସତ୍ୱେ ଜନସାଧାରଣଙ୍କ ଟିକାଦାନ ପ୍ରକ୍ରିୟା ବନ୍ଦ ନ ହେବା ତଥା ଏଥିରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଅନ୍ୟ କାର୍ଯ୍ୟରେ ନ ଲଗାଇବା ଉଚିତ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ଅମିତ ଶାହା, ଡକ୍ଟର ହର୍ଷବର୍ଦ୍ଧନ, ପୀୟୂଷ ଗୋଏଲ, ମନସୁଖ ମାଣ୍ଡଭିୟା ଓ ଶ୍ରୀମତୀ ନିର୍ମଳା ସୀତାରମଣ ଓ ଅନ୍ୟାନ୍ୟ ମନ୍ତ୍ରୀ ଓ ଉଚ୍ଚପଦସ୍ଥ ଅଧିକାରୀଗଣ  ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ ।

ଭାରତର ଅଲିମ୍ପିଆନମାନଙ୍କୁ ପ୍ରେରଣା ଦିଅନ୍ତୁ! #Cheers4India
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Big dip in terrorist incidents in Jammu and Kashmir in last two years, says government

Media Coverage

Big dip in terrorist incidents in Jammu and Kashmir in last two years, says government
...

Nm on the go

Always be the first to hear from the PM. Get the App Now!
...
PM congratulates Class XII students on successfully passing CBSE examinations
July 30, 2021
ସେୟାର
 
Comments

The Prime Minister, Shri Narendra Modi has congratulated Class XII students on successfully passing CBSE examinations. Addressing them as young friends, he also wished them a bright, happy and healthy future.

In a series of tweets, the Prime Minister said;

"Congratulations to my young friends who have successfully passed their Class XII CBSE examinations. Best wishes for a bright, happy and healthy future.

To those who feel they could have worked harder or performed better, I want to say - learn from your experience and hold your head high. A bright and opportunity-filled future awaits you. Each of you is a powerhouse of talent. My best wishes always.

The Batch which appeared for the Class XII Boards this year did so under unprecedented circumstances.

The education world witnessed many changes through the year gone by. Yet, they adapted to the new normal and gave their best. Proud of them!"