ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବରେ ପ୍ରାର୍ଥନା କରିଛନ୍ତି ।
 

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବରେ ପ୍ରାର୍ଥନା କରିବା ଏକ ଦିବ୍ୟ ଅନୁଭୂତି ଥିଲା । ସେ କହିଛନ୍ତି, ଶିଖ୍ ଗୁରୁମାନଙ୍କ ମହାନ ଶିକ୍ଷା ସମଗ୍ର ମାନବଜାତିକୁ ପ୍ରେରଣା ଦେଇଥାଏ ।
ଶ୍ରୀ ମୋଦୀ ଏହା ମଧ୍ୟ କହିଥିଲେ, ଏହି ଗୁରୁଦ୍ୱାର ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ସହ ଘନିଷ୍ଠ ଭାବେ ଜଡ଼ିତ ଥିଲା, ଯାହାଙ୍କର ସାହସ ଏବଂ ନ୍ୟାୟ ପାଇଁ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରେରଣାଦାୟୀ ଥିଲା ।
 

ପ୍ରଧାନମନ୍ତ୍ରୀ ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବର କିଛି ଝଲକ ମଧ୍ୟ ସେୟାର କରିଛନ୍ତି ।
 

ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;
“ଆଜି ସନ୍ଧ୍ୟାରେ ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବରେ ପ୍ରାର୍ଥନା କରିବା ଏକ ଦିବ୍ୟ ଅନୁଭୂତି ଥିଲା । ଶିଖ୍ ଗୁରୁମାନଙ୍କ ମହାନ ଶିକ୍ଷା ସମଗ୍ର ମାନବଜାତିକୁ ପ୍ରେରଣା ଦେଇଥାଏ । ଏହି ଗୁରୁଦ୍ୱାର ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ସହ ଘନିଷ୍ଠ ଭାବେ ଜଡ଼ିତ ଥିଲା, ଯାହାଙ୍କର ସାହସ ଏବଂ ନ୍ୟାୟ ପାଇଁ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରେରଣାଦାୟୀ ଥିଲା ।” 
 

“ଏଠାରେ ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବର କିଛି ଝଲକ ।”
 

Here are some glimpses from Takhat Sri Harimandir Ji Patna Sahib. pic.twitter.com/YWlI23sbiH

— Narendra Modi (@narendramodi) November 2, 2025

“ਅੱਜ ਸ਼ਾਮ ਤਖ਼ਤ ਸ੍ਰੀ ਹਰਿਮੰਦਰ ਜੀ ਪਟਨਾ ਸਾਹਿਬ ਵਿਖੇ ਅਰਦਾਸ ਕਰਨਾ ਬਹੁਤ ਹੀ ਬ੍ਰਹਮ ਅਨੁਭਵ ਸੀ। ਸਿੱਖ ਗੁਰੂਆਂ ਦੀਆਂ ਮਹਾਨ ਸਿੱਖਿਆਵਾਂ ਸਮੁੱਚੀ ਮਨੁੱਖਤਾ ਨੂੰ ਪ੍ਰੇਰਿਤ ਕਰਦੀਆਂ ਹਨ। ਇਸ ਗੁਰਦੁਆਰੇ ਨਾਲ ਸ੍ਰੀ ਗੁਰੂ ਗੋਬਿੰਦ ਸਿੰਘ ਜੀ ਦਾ ਬਹੁਤ ਨੇੜਲਾ ਸਬੰਧ ਹੈ, ਜਿਨ੍ਹਾਂ ਦੀ ਹਿੰਮਤ ਅਤੇ ਨਿਆਂ ਪ੍ਰਤੀ ਵਚਨਬੱਧਤਾ ਬਹੁਤ ਪ੍ਰੇਰਨਾਦਾਇਕ ਹੈ।”

 

“ਪੇਸ਼ ਹਨ ਤਖਤ ਸ੍ਰੀ ਹਰਿਮੰਦਰ ਜੀ ਪਟਨਾ ਸਾਹਿਬ ਦੀਆਂ ਕੁਝ ਝਲਕੀਆਂ”

“ତଖତ ଶ୍ରୀ ହରିମନ୍ଦିର ଜୀ ପାଟନା ସାହିବରେ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ପବିତ୍ର ଜୋରେ ସାହିବର ଦର୍ଶନ କଲି । ପବିତ୍ର ଗୁରୁ ଚରଣ ଯାତ୍ରା, ଯେଉଁଥିରେ ସବୁ ବର୍ଗର ଲୋକେ ସାମିଲ ଥିଲେ, ତାହା ପରେ ଏହା ପାଟନାକୁ ଆସିଥିଲା । ପାଟନା ଆସି ଏହାର ଦର୍ଶନ ପାଇଁ ସମସ୍ତଙ୍କୁ ଅନୁରୋଧ ।”   
 

““ਤਖ਼ਤ ਸ੍ਰੀ ਹਰਿਮੰਦਰ ਜੀ ਪਟਨਾ ਸਾਹਿਬ ਵਿਖੇ, ਸ੍ਰੀ ਗੁਰੂ ਗੋਬਿੰਦ ਸਿੰਘ ਜੀ ਅਤੇ ਮਾਤਾ ਸਾਹਿਬ ਕੌਰ ਜੀ ਦੇ ਪਵਿੱਤਰ ਜੋੜੇ ਸਾਹਿਬ ਦੇ ਦਰਸ਼ਨ ਕੀਤੇ। ਉਹ ਬ੍ਰਹਮ ਗੁਰੂ ਚਰਨ ਯਾਤਰਾ ਤੋਂ ਬਾਅਦ ਪਟਨਾ ਆਏ ਹਨ, ਜਿਸ ਵਿੱਚ ਹਰ ਵਰਗ ਦੇ ਲੋਕ ਸ਼ਾਮਲ ਹੋਏ ਸਨ। ਲੋਕਾਂ ਨੂੰ ਪਟਨਾ ਆਉਣ ਅਤੇ ਉਨ੍ਹਾਂ ਦੇ ਦਰਸ਼ਨ ਕਰਨ ਦੀ ਤਾਕੀਦ ਹੈ।” “

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India launches ORV Sagar Manthan, boosting ocean research fleet

Media Coverage

India launches ORV Sagar Manthan, boosting ocean research fleet
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 10, 2026
September 10, 2026

Beyond Metros, Beyond Borders: How India Is Rewriting Its Growth Story Under PM Modi