ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତିୱାରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି
ପ୍ରଧାନମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି:
“କିସ୍ତିୱାରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ମୁଁ ଦୁଃଖିତ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ମୋର ସମବେଦନା ରହିଛି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।”
Pained by the loss of lives due to a road accident in Kishtwar. My thoughts are with the bereaved families in this hour of sadness: PM @narendramodi
— PMO India (@PMOIndia) February 3, 2022


