ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସୋମନାଥଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ସର୍ଦ୍ଦାର ପଟେଲଙ୍କ ଦୂରଦୃଷ୍ଟି ଏବଂ ସଂକଳ୍ପ ସୋମନାଥ ମନ୍ଦିରର ପୁନଃନିର୍ମାଣରେ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିଲା। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ ଭାରତର ସଭ୍ୟତାଗତ ଗର୍ବ ଏବଂ ଆଧ୍ୟାତ୍ମିକ ନିରନ୍ତରତାର ପ୍ରତୀକ ଭାବେ ସୋମନାଥ ପୁଣି ଥରେ ନିଜର ସମସ୍ତ ଗୌରବ ସହିତ ଉଦୀୟମାନ ହେବା ସର୍ଦ୍ଦାର ପଟେଲଙ୍କ ସ୍ୱପ୍ନ ଥିଲା। ସେ ଆହୁରି କହିଥିଲେ ଯେ ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପକୁ ପୂରଣ କରିବା ଲାଗି ଦେଶ ସର୍ବଦା ପ୍ରତିବଦ୍ଧ ରହିବ।

'ଏକ୍ସ ’ ରେ ଏକାଧିକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

"ସୋମନାଥରେ, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲି, ଯାହାଙ୍କ ଦୂରଦୃଷ୍ଟି ଏବଂ ସଂକଳ୍ପ ମନ୍ଦିରର ପୁନଃନିର୍ମାଣରେ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିଲା। ଭାରତର ସଭ୍ୟତାଗତ ଗର୍ବ ଏବଂ ଆଧ୍ୟାତ୍ମିକ ନିରନ୍ତରତାର ପ୍ରତୀକ ଭାବେ ସୋମନାଥ ପୁଣି ଥରେ ନିଜର ସମସ୍ତ ଗୌରବରେ ଉଦୀୟମାନ ହେବାର ସେ ସ୍ୱପ୍ନ ଦେଖିଥିଲେ।

ଆମ ଦେଶ ପାଇଁ ତାଙ୍କର ପରିକଳ୍ପନାକୁ ପୂରଣ କରିବା ପାଇଁ ଆମେ ସର୍ବଦା ପ୍ରତିବଦ୍ଧ ରହିବୁ ।’’

 

"सोमनाथ में सरदार वल्लभभाई पटेल को भावभीनी श्रद्धांजलि अर्पित की। उनकी दूरदृष्टि और दृढ़ संकल्प ने मंदिर के पुनर्निर्माण में निर्णायक भूमिका निभाई थी। सरदार पटेल का सपना था कि भारत की सांस्कृतिक गौरवगाथा और आध्यात्मिक निरंतरता का प्रतीक सोमनाथ अपनी पूरी दिव्यता और भव्यता के साथ फिर से स्थापित हो।

हम राष्ट्र के लिए उनके विजन को साकार करने के प्रति सदैव प्रतिबद्ध रहेंगे।"

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
In a first, NCERT adds Emergency to Class 9 textbooks; chapter details rights suspension and press censorship

Media Coverage

In a first, NCERT adds Emergency to Class 9 textbooks; chapter details rights suspension and press censorship
NM on the go

Nm on the go

Always be the first to hear from the PM. Get the App Now!
...
Governor of Gujarat meets the Prime Minister
June 25, 2026

Governor of Gujarat, Shri Acharya Devvrat met with the Prime Minister Shri Narendra Modi, today.

The Prime Minister posted on X;

Governor of Gujarat, Shri @ADevvrat met Prime Minister @narendramodi today.