ବିଭାଜନ ବିଭୀଷିକା ସ୍ମୃତି ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଆଜି #PartitionHorrorsRemembranceDay ଅବସରରେ ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଓ ଆମ ଇତିହାସର ସେହି ଦୁଃଖଦ ସମୟରେ ପୀଡିତ ବ୍ୟକ୍ତିମାନଙ୍କ ସହନଶୀଳତା ତଥା ଧୈର୍ଯ୍ୟକୁ ପ୍ରଶଂସା କରୁଛି ।” 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Electronics manufacturing leads PLI scheme as production jumps 146%: Report

Media Coverage

Electronics manufacturing leads PLI scheme as production jumps 146%: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 18, 2026
January 18, 2026

Cultural Pride and Economic Power: Celebrating PM Modi's Regional Revolutions