ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ସଂସଦ ପରିସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;
‘‘ ଆଜି ସକାଳେ ସଂସଦ ପରିସରରେ ଡ. ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।’’
Paid homage to Dr. Babasaheb Ambedkar in the Parliament complex earlier today. pic.twitter.com/KihvxHy0Oj
— Narendra Modi (@narendramodi) April 14, 2026


