ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଶ୍ରୀ ମୋଦୀ କହିଛନ୍ତି ଯେ କିମ୍ବଦନ୍ତୀ ବିଜୁ ପଟ୍ଟନାୟକଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ ଅଦମ୍ୟ ସାହସ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଛି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

"ମହାନ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ ଅଦମ୍ୟ ମନୋବଳ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଛି। ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପ୍ରତି ତାଙ୍କର ଅତୁଟ ପ୍ରତିବଦ୍ଧତା ଉଦାହରଣୀୟ । ଆଜି ଏହି ସ୍ୱତନ୍ତ୍ର ଦିନରେ ମୁଁ ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ପାଇଁ ଓଡ଼ିଶାବାସୀଙ୍କ ମଧ୍ୟରେ ଉପସ୍ଥିତ ରହିବି । ମୁଁ ମଧ୍ୟ @BJP4Odisha ସାଧାରଣ ସଭାକୁ ସମ୍ବୋଧିତ କରିବି।"

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi inaugurates Northeast’s first Emergency Landing Facility in Moran. Why it matters?

Media Coverage

PM Modi inaugurates Northeast’s first Emergency Landing Facility in Moran. Why it matters?
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 15, 2026
February 15, 2026

Visionary Leadership in Action: From AI Global Leadership to Life-Saving Reforms Under PM Modi