ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ୍ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :
“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ।”
Tributes to our former PM, Pandit Jawaharlal Nehru on his death anniversary.
— Narendra Modi (@narendramodi) May 27, 2025


