ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରମପୂଜ୍ୟ ପସୁମ୍ପୋନ ମୁଥୁରାମଲିଙ୍ଗା ଥେୱରଙ୍କୁ ତାଙ୍କର ଗୁରୁ ପୂଜାର ପବିତ୍ର ଅବସରରେ ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଭାରତର ସାମାଜିକ ଏବଂ ରାଜନୈତିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥିବା ଜଣେ ଉଚ୍ଚମାନର ବ୍ୟକ୍ତିତ୍ୱ ଶ୍ରଦ୍ଧେୟ ପସୁମ୍ପୋନ ମୁଥୁରାମଲିଙ୍ଗା ଥେୱରଙ୍କୁ ତାଙ୍କ ଗୁରୁ ପୂଜାର ପବିତ୍ର ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ନ୍ୟାୟ, ସମାନତା ଏବଂ ଗରିବ ତଥା କୃଷକଙ୍କ କଲ୍ୟାଣ ପ୍ରତି ତାଙ୍କର ଅଟଳ ପ୍ରତିବଦ୍ଧତା ପିଢ଼ିମାନଙ୍କୁ ପ୍ରେରଣା ଦେଇ ଆସୁଛି । ସେ ମର୍ଯ୍ୟାଦା, ଏକତା ଏବଂ ଆତ୍ମସମ୍ମାନର ପ୍ରତୀକ ଥିଲେ ଏବଂ ଗଭୀର ଆଧ୍ୟାତ୍ମିକତା ସହ ସମାଜର ସେବା କରିବା ପାଇଁ ଦୃଢ଼ ସଂକଳ୍ପବଦ୍ଧ ଥିଲେ ।”

 

 

“இந்தியாவின் சமூக மற்றும் அரசியல் வாழ்வில் ஆழமான தாக்கத்தை ஏற்படுத்திய மாபெரும் ஆளுமையான பசும்பொன் முத்துராமலிங்க தேவர் அவர்களுக்குப் புனிதமான குரு பூஜையின் போது மனமார்ந்த அஞ்சலி செலுத்துகிறேன். நீதி, சமத்துவம் ஆகியவற்றுக்கும் ஏழைகள் மற்றும் விவசாயிகளின் நலனுக்கும் அவரது அசைக்க முடியாத அர்ப்பணிப்பு அடுத்தடுத்த தலைமுறைகளுக்கு ஊக்கமளிக்கிறது. கண்ணியம், ஒற்றுமை மற்றும் சுயமரியாதையின் பக்கம் உறுதியாக நின்ற அவர், சமூக சேவை செய்வதற்குக் கொண்டிருந்த அசைக்க முடியாத உறுதியுடன் ஆழ்ந்த ஆன்மீகத்தை இணைத்தார்.”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

Media Coverage

"Overwhelmed By The Warmth": PM Modi Receives Grand Welcome In Uzbekistan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi