ସେୟାର
 
Comments

ଋଷି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଋଷି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି । ସେ ତାଙ୍କର ବ୍ୟାପକ କାର୍ଯ୍ୟ ମାଧ୍ୟମରେ ଭାରତୀୟ ନୈତିକତାର ମହାନତାକୁ ପ୍ରଦର୍ଶନ କରିଥିଲେ । ତାଙ୍କ ଦ୍ଵାରା ଲେଖାଯାଇଥିବା ବନ୍ଦେ ମାତରମ ଆମକୁ ନମ୍ରତାର ସହ ଭାରତର ସେବା କରିବା ଏବଂ ଭାରତବାସୀଙ୍କ ସଶକ୍ତିକରଣ ଦିଗରେ ନିଜକୁ ଉତ୍ସର୍ଗ କରିବାକୁ ପ୍ରେରଣା ଯୋଗାଉଛି” ।

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves rise $12.8 billion to 6-week high of $572.8 billion

Media Coverage

India's forex reserves rise $12.8 billion to 6-week high of $572.8 billion
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 24, 2023
March 24, 2023
ସେୟାର
 
Comments

Citizens Shower Their Love and Blessings on PM Modi During his Visit to Varanasi

Modi Government's Result-oriented Approach Fuelling India’s Growth Across Diverse Sectors