ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାର କୋକିଳା ଶାରଦା ସିହ୍ନା ଜୀଙ୍କୁ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। "ସେ ଲୋକ ଗୀତ ମାଧ୍ୟମରେ ବିହାରର କଳା ଏବଂ ସଂସ୍କୃତିକୁ ଏକ ନୂତନ ପରିଚୟ ଦେଇଥିଲେ, ଯେଉଁଥିପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ମହାନ ପର୍ବ ଛଠ୍ ସହିତ ଜଡିତ ତାଙ୍କର ସୁମଧୁର ଗୀତ ସର୍ବଦା ଲୋକଙ୍କ ହୃଦୟରେ ଅଙ୍କିତ ହୋଇ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି।’’
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି:
“ବିହାର କୋକିଳା ଶାରଦା ସିହ୍ନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି। ସେ ଲୋକଗୀତ ମାଧ୍ୟମରେ ବିହାରର କଳା ଏବଂ ସଂସ୍କୃତିକୁ ଏକ ନୂତନ ପରିଚୟ ଦେଇଥିଲେ, ଯାହା ପାଇଁ ତାଙ୍କୁ ସର୍ବଦା ମନେ ରଖାଯିବ। ତାଙ୍କର ସୁମଧୁର ଗୀତଗୁଡ଼ିକ ସବୁବେଳେ ଲୋକଙ୍କ ସହିତ ରହିବ।”
बिहार कोकिला शारदा सिन्हा जी की पहली पुण्यतिथि पर उन्हें भावभीनी श्रद्धांजलि। उन्होंने बिहार की कला-संस्कृति को लोकगीतों के माध्यम से एक नई पहचान दी, जिसके लिए उन्हें सदैव याद किया जाएगा। महापर्व छठ से जुड़े उनके सुमधुर गीत हमेशा जनमानस में रचे-बसे रहेंगे।
— Narendra Modi (@narendramodi) November 5, 2025



