ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

“ପୂର୍ବ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି । ସେ ତାଙ୍କ ରାଜନୀତିରେ ଦେଶ ସ୍ୱାର୍ଥକୁ ସର୍ବଦା ଆଗରେ ରଖିଥିଲେ । ସାମାଜିକ ସମନ୍ୱୟ ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ତାଙ୍କର ପ୍ରୟାସକୁ ସର୍ବଦା ସ୍ମରଣ କରାଯିବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
New FTAs open big export gains across key sectors

Media Coverage

New FTAs open big export gains across key sectors
NM on the go

Nm on the go

Always be the first to hear from the PM. Get the App Now!
...
Share your ideas and suggestions for 'Mann Ki Baat' now!
September 05, 2026

Prime Minister Narendra Modi will share 'Mann Ki Baat' on Sunday, September 27th. If you have innovative ideas and suggestions, here is an opportunity to directly share it with the PM. Some of the suggestions would be referred by the Prime Minister during his address.

Share your inputs in the comments section below.