ଷ୍ଟାର୍ଟଅପ୍ ସହିତ ଜଡିତ ଯୁବକମାନଙ୍କୁ ହସ୍ତତନ୍ତ ଷ୍ଟାର୍ଟଅପ୍ ଗ୍ରାଣ୍ଡ ଚ୍ୟାଲେଞ୍ଜରେ ଭାଗ ନେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଭାରତର ସମୃଦ୍ଧ ସାଂସ୍କୃତିକ ବିବିଧତା ତଥା ପାରମ୍ପରିକ କଳା କାର୍ଯ୍ୟ କରୁଥିବା ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ଷ୍ଟାର୍ଟଅପ୍ ଜଗତ ସହିତ ଜଡିତ ସମସ୍ତ ଯୁବକଙ୍କୁ ହସ୍ତତନ୍ତ ଷ୍ଟାର୍ଟଅପ୍ ଗ୍ରାଣ୍ଡ ଚ୍ୟାଲେଞ୍ଜରେ ଭାଗ ନେବାକୁ ଅନୁରୋଧ କରିଛନ୍ତି ।

 ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

 “ଜାତୀୟ ହସ୍ତତନ୍ତ ଦିବସ ଅବସରରେ, ଭାରତର ସମୃଦ୍ଧ ସାଂସ୍କୃତିକ ବିବିଧତା ଏବଂ ଆମର କଳା ପରମ୍ପରା ପାଳନ ଲାଗି କାର୍ଯ୍ୟ କରୁଥିବା ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ।  #MyHandloomMyPride

“ବୁଣାକାରଙ୍କ ପାଇଁ ଚିନ୍ତାଧାରା ଏବଂ ଅଭିନବ କରିବାର ଏକ ଉତ୍କୃଷ୍ଟ ସୁଯୋଗ । ଷ୍ଟାର୍ଟଅପ୍ ଜଗତ ସହିତ ଜଡିତ ସେହି ସମସ୍ତ ଯୁବକଙ୍କୁ ଏଥିରେ ଭାଗ ନେବାକୁ ଅନୁରୋଧ ... #MyHandloomMyPride

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
The entrepreneurs building a self-reliant India

Media Coverage

The entrepreneurs building a self-reliant India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 21, 2026
July 21, 2026

Self-Reliance Is No Longer a Slogan — It’s Happening Across Engines, UPI, Vaccines & FDI Under the Leadership of PM Modi