ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ମସିହା ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରୀୟ ସମର ସ୍ମାରକରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ବୀର ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;
"ରାଷ୍ଟ୍ରୀୟ ସମର ସ୍ମାରକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମ ଦେଶ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।’’
At the Rashtriya Samar Smarak, PM @narendramodi paid tributes to the brave soldiers who sacrificed their lives for our nation. pic.twitter.com/BdAnyiIl4r
— PMO India (@PMOIndia) January 26, 2026


