ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମା ଭାରତୀଙ୍କ ଅମର ସୁପୁତ୍ର ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀରେ ଶତ ଶତ ପ୍ରଣାମ । ତାଙ୍କର ଅଦମ୍ୟ ସାହସ, ଅଦ୍ଭୁତ ଶକ୍ତି ଏବଂ ଅସାଧାରଣ ବୁଦ୍ଧିମତା ଦେଶବାସୀଙ୍କୁ ଯୁଗ ଯୁଗ ଧରି ପ୍ରେରିତ କରିଆସୁଥିବ । ଜୟ ଶିବାଜୀ” ।
मां भारती के अमर सपूत छत्रपति शिवाजी महाराज को उनकी जयंती पर शत-शत नमन। उनके अदम्य साहस, अद्भुत शौर्य और असाधारण बुद्धिमत्ता की गाथा देशवासियों को युगों-युगों तक प्रेरित करती रहेगी। जय शिवाजी! pic.twitter.com/3vhVgBYp5R
— Narendra Modi (@narendramodi) February 19, 2021


