ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ଆଜି ତାଙ୍କ ଜୟନ୍ତୀରେ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ମୋର ଶ୍ରଦ୍ଧାଞ୍ଜଳି ।”
On his birth anniversary today, my tributes to former Prime Minister Shri Rajiv Gandhi Ji.
— Narendra Modi (@narendramodi) August 20, 2025


