ପୁଣ୍ୟତିଥି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧିଙ୍କୁ ତାଙ୍କ ପୁଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।”
On her death anniversary, paying tributes to India’s former Prime Minister, Smt. Indira Gandhi Ji.
— Narendra Modi (@narendramodi) October 31, 2021


