ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ର ଶେଖର ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଚନ୍ଦ୍ର ଶେଖର ଜୀ ଜଣେ ଉଚ୍ଚକୋଟୀର ବ୍ୟକ୍ତିତ୍ୱ ଯିଏ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ପ୍ରତିବଦ୍ଧ ତଥା ଦାରିଦ୍ର‌୍ୟ ଦୂରୀକରଣ ପାଇଁ ପ୍ରୟାସ କରିଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ଚନ୍ଦ୍ର ଶେଖର ଜୀ ଜଣେ ଉଚ୍ଚକୋଟୀର ବ୍ୟକ୍ତିତ୍ୱ ଥିଲେ, ଯିଏ ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ଦାରିଦ୍ର‌୍ୟ ଦୂରୀକରଣ ପାଇଁ ଉଦ୍ୟମ କରିଥିବାରୁ ତାଙ୍କୁ ପ୍ରଶଂସା କରାଯାଇଥିଲା । ସେ ସର୍ବଦା ଦଳିତ ତଥା ବଞ୍ଚିତ ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରିଥିଲେ । ତାଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ।”

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
Ayushman Bharat, Medical Infra, Research & Ayush: Budget Booster Shot For Health Initiatives

Media Coverage

Ayushman Bharat, Medical Infra, Research & Ayush: Budget Booster Shot For Health Initiatives
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 23, 2024
July 23, 2024

Budget 2024-25 sets the tone for an all-inclusive, high growth era under Modi 3.0