ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀ ଜୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି"
Tributes to former Prime Minister Shri Rajiv Gandhi Ji on his death anniversary.
— Narendra Modi (@narendramodi) May 21, 2026


