ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:
“ଆଜି ତାଙ୍କ ମୃତ୍ୟୁ ବାର୍ଷିକୀରେ, ମୁଁ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।”
On his death anniversary today, I pay my tributes to our former Prime Minister Shri Rajiv Gandhi Ji.
— Narendra Modi (@narendramodi) May 21, 2025


