ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

 

ଭାରତର ଗଣତନ୍ତ୍ରକୁ ମଜଭୁତ କରିବା ଲାଗି ତାଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ସ୍ମରଣ କରି କହିଛନ୍ତି ଯେ, ତାଙ୍କ ନିଃସ୍ୱାର୍ଥପର ସେବା ଦେଶବାସୀଙ୍କୁ ପ୍ରେରଣା ଦେଇଚାଲିବ ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ସମ୍ପୂର୍ଣ୍ଣ କ୍ରାନ୍ତିର ଜନକ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶତ ଶତ ପ୍ରଣାମ । ଭାରତର ଗଣତନ୍ତ୍ରକୁ ମଜଭୁତ କରିବା ଦିଗରେ ତାଙ୍କ ନିଃସ୍ୱାର୍ଥପର ସେବା ଭାବ ଦେଶବାସୀଙ୍କୁ ପ୍ରେରଣା ଦେଇଚାଲିବ ।’

 

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
India is a top-tier security partner, says Australia’s new national defence strategy

Media Coverage

India is a top-tier security partner, says Australia’s new national defence strategy
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 21, 2024
April 21, 2024

Citizens Celebrate India’s Multi-Sectoral Progress With the Modi Government