ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୟନ୍ତୀ ଅବସରରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜଓ୍ୱାହରଲାଲ ନେହରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଜୟନ୍ତୀ ଅବସରରେ ଆମ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜଓ୍ୱାହରଲାଲ ନେହରୁ ଜୀଙ୍କୁ ଶ୍ରଦ୍ଧାଞ୍ଜଳି । ଦେଶ ପ୍ରତି ତାଙ୍କ ଅବଦାନକୁ ମଧ୍ୟ ଆମେ ସ୍ମରଣ କରୁଛୁ । ”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Stranded in Tehran, 50 Iranian Sikhs return safely to India

Media Coverage

Stranded in Tehran, 50 Iranian Sikhs return safely to India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 02, 2026
August 02, 2026

Youth. Manufacturing. Digital Trust. The Three Engines Powering New Bharat Under PM Modi