This is also a very special year because we are marking the 200th Jayanti of Swami Dayanand Saraswati: PM

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନରେ ଥିବା ଆର୍ଯ୍ୟସମାଜ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ଗୁୟାନାରେ ଭାରତୀୟ ସମାଜର ସଂସ୍କୃତିକୁ ସଂରକ୍ଷିତ କରିବାରେ ଆର୍ଯ୍ୟ ସମାଜର ପ୍ରୟାସ ଓ ଭୂମିକାକୁ ପ୍ରଶଂସା କରିଥିଲେ । ସେ କହିଥିଲେ, ଚଳିତ ବର୍ଷ ବହୁତ ସ୍ୱତନ୍ତ୍ର କାରଣ ଆମେ ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ୨୦୦ ତମ ଜୟନ୍ତୀ ପାଳନ କରୁଛନ୍ତି ।
 

ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:
“ଜର୍ଜଟାଉନ, ଗୁୟାନାରେ ଆର୍ଯ୍ୟସମାଜ ସ୍ମାରକୀରେ ଶ୍ରଦ୍ଧାସୁମନ ଅର୍ପଣ କଲି । ଗୁୟାନାରେ ଆମର ସଂସ୍କୃତିକୁ ସଂରକ୍ଷିତ କରି ରଖିବାରେ ସେମାନଙ୍କ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ । ଏହା ଏକ ବହୁତ ମହତ୍ୱପୂର୍ଣ୍ଣ ବର୍ଷ, କାରଣ ଆମେ ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜୟନ୍ତୀ ପାଳନ କରୁଛନ୍ତି ।"
 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Cabinet approves ₹1,570 crore ship repair facility at Vadinar, Gujarat

Media Coverage

Cabinet approves ₹1,570 crore ship repair facility at Vadinar, Gujarat
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 6, 2026
May 06, 2026

New India, New Pride: When Self-Reliance Meets Results — A Tribute to PM Modi