ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶବାଦ ଶାସନରୁ ମୁକ୍ତ କରିବାରେ ଭାରତ ଛାଡ଼ ଆନ୍ଦୋଳନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏହି ଅବସରରେ ଶ୍ରୀ ମୋଦୀ ଏକ ଭିଡିଓ ବାର୍ତ୍ତାରେ ନିଜ ଭାବନା ସେୟାର କରିଛନ୍ତି ।

 

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ମହାନ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି । ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶ ଶାସନରୁ ମୁକ୍ତ କରିବାରେ ଏହି ଆନ୍ଦୋଳନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଆଜି ଭାରତ ଏକ ସ୍ୱରରେ କହୁଛି:

 

ଦୁର୍ନୀତି ଭାରତ ଛାଡ଼ ।

ରାଜବଂଶ ଭାରତ ଛାଡ଼ ।

ତୁଷ୍ଟିକରଣ ଭାରତ ଛାଡ଼ ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Oh My God! Maha Kumbh drives 162% jump in flight bookings; hotels brimming with tourists

Media Coverage

Oh My God! Maha Kumbh drives 162% jump in flight bookings; hotels brimming with tourists
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 14, 2025
January 14, 2025

Appreciation for PM Modi’s Efforts to Strengthen India’s Digital and Infrastructure