ଏସୀୟ କ୍ରୀଡ଼ାରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ସହ ବ୍ରୋଞ୍ଜ ପଦକ ହାସଲ ପାଇଁ ପ୍ରଣୟ ଏଚଏସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ଏସୀୟ କ୍ରୀଡ଼ାରେ ପୁରୁଷ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ରୌପ୍ୟ ପଦକ ଜିତିଥିବା ପ୍ରଣୟ ଏଚଏସଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଆନନ୍ଦିତ । ତାଙ୍କ ଅଦମ୍ୟ ସଂକଳ୍ପ ଏବଂ ନିଷ୍ଠା ଆଶାୟୀ ଆଥଲେଟଙ୍କ ପାଇଁ ପ୍ରେରଣା ।

 

‘ସାବାସ୍ ପ୍ରଣୟ! ଏହି ସଫଳତାରେ ଦେଶ ଖୁସି ପାଳୁଛି’ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s GDP To Grow 7% In FY26: Crisil Revises Growth Forecast Upward

Media Coverage

India’s GDP To Grow 7% In FY26: Crisil Revises Growth Forecast Upward
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 16, 2025
December 16, 2025

Global Respect and Self-Reliant Strides: The Modi Effect in Jordan and Beyond