ନବରାତ୍ରୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମା କାଳରାତ୍ରୀଙ୍କୁ ପ୍ରାର୍ଥନା ଜଣାଇବା ସହ ସମସ୍ତଙ୍କ ପାଇଁ ଆଶୀର୍ବାଦ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ମା କାଳରାତ୍ରୀଙ୍କ ନିକଟରେ ପ୍ରାର୍ଥନା, ସବୁ ବାଧାବିଘ୍ନ ଦୂର କରି ସେ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ନେଇ ଆସନ୍ତୁ ।”
मां कालरात्रि से प्रार्थना है कि सारी बाधाओं को दूर कर वे हर किसी के जीवन में सुख, शांति, समृद्धि और उत्तम स्वास्थ्य लेकर आएं। pic.twitter.com/huqTvL1G62
— Narendra Modi (@narendramodi) October 12, 2021


