ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କଲ୍ୟାଣକାରୀ ବିକାଶ ପ୍ରତି ସରକାରଙ୍କ ଅଟଳ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଏହା ସୁନିଶ୍ଚିତ କରୁଛି ଯେ, ବିଭିନ୍ନ ଲୋକାଭିମୁଖୀ ଯୋଜନାଗୁଡିକ ସର୍ବାଧିକ ସଂଖ୍ୟାରେ ନାଗରିକଙ୍କ ନିକଟରେ ପହଞ୍ଚିବ। ଏହି ପଦକ୍ଷେପଗୁଡିକର ପ୍ରଭାବଶୀଳତା ଏବଂ ପ୍ରସାରରେ ହୋଇଥିବା ପ୍ରଶଂସନୀୟ ଅଭିବୃଦ୍ଧିକୁ ସେ ପ୍ରଶଂସା କରିଛନ୍ତି ।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟାଙ୍କର ଏକ ପୋଷ୍ଟ ଉପରେ ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି;

“ଏହା ଏକ ପ୍ରଶଂସନୀୟ ବୃଦ୍ଧି, ଯାହା କଲ୍ୟାଣକାରୀ ବିକାଶ ପ୍ରତି ଆମର ପ୍ରତିବଦ୍ଧତା ଦର୍ଶାଇବା ସହ ଆମର ବିଭିନ୍ନ ଲୋକାଭିମୁଖୀ ଯୋଜନାଗୁଡିକୁ ସର୍ବାଧିକ ସଂଖ୍ୟକ ଲୋକଙ୍କ ପାଖରେ ପହଞ୍ଚାଇବା ସୁନିଶ୍ଚିତ କରୁଛି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi lauds Bengaluru-based Prayoga Institute in Mann Ki Baat

Media Coverage

PM Modi lauds Bengaluru-based Prayoga Institute in Mann Ki Baat
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2026
March 29, 2026

Citizens Praise PM Modi for The Visionary Shift: Empowering Every Citizen in an Uncertain World