ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଶସ୍ତା ଏବଂ ସୁଲଭ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ଅତୁଟ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ଜନୌଷଧି କେନ୍ଦ୍ର ଏବଂ ଆୟୁଷ୍ମାନ ଭାରତ ଭଳି ପରିବର୍ତ୍ତନକାରୀ ପଦକ୍ଷେପକୁ ଆଗକୁ ନେଇ ସରକାର #NextGenGST ସୁଧାର ସ୍ୱରୂପ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଆଗକୁ ନେଇଛନ୍ତି ।

ଏକ୍ସ ରେ ଡା. ସୁମିତ ଶାହଙ୍କ ଏକ ପୋଷ୍ଟରେ ପ୍ରତିକ୍ରିୟା ରଖି ଶ୍ରୀ ମୋଦୀ ଲେଖିଛନ୍ତି;

“ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଶସ୍ତା ସ୍ୱାସ୍ଥ୍ୟସେବା ସର୍ବଦା ଆମର ଲକ୍ଷ୍ୟ ରହିଛି ।

ଜନୌଷଧି କେନ୍ଦ୍ରରୁ ଆୟୁଷ୍ମାନ ଭାରତ ପର୍ଯ୍ୟନ୍ତ ଏବଂ ଏବେ ଆବଶ୍ୟକ ସ୍ୱାସ୍ଥ୍ୟ ଉତ୍ପାଦ ଉପରେ ଜିଏସଟି ହ୍ରାସ ସହିତ, ୩୩ ପ୍ରକାର ଜୀନରକ୍ଷାକାରୀ ଔଷଧ ଉପରେ ଶୂନ ଶୁଳ୍କ ସହିତ, ଆମେ ସମସ୍ତଙ୍କ ପାଇଁ ଗୁଣବତ୍ତା ପୂର୍ଣ୍ଣ ସ୍ୱାସ୍ଥ୍ୟସେବା ସୁଲଭ ଓ ଶସ୍ତା କରିବାକୁ ଆମର ଯାତ୍ରା ଜାରି ରଖିବୁ ।

#NextGenGST”

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Portraits of PVC recipients replace British officers at Rashtrapati Bhavan

Media Coverage

Portraits of PVC recipients replace British officers at Rashtrapati Bhavan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 18, 2025
December 18, 2025

Citizens Agree With Dream Big, Innovate Boldly: PM Modi's Inspiring Diplomacy and National Pride