ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାବୀର ଜୟନ୍ତୀ ଅବସରରେ ଭଗବାନ ମହାବୀରଙ୍କୁ ନମନ କରିବା ସହ କହିଛନ୍ତି ଭଗବାନ ମହାବୀର ଶାନ୍ତିପୂର୍ଣ୍ଣ, ସୌହାର୍ଦ୍ଦ୍ୟପୂର୍ଣ୍ଣ ଓ ସମୃଦ୍ଧ ସମାଜ ନିର୍ମାଣ ମାର୍ଗ ପ୍ରଦର୍ଶନ କରିଥିଲେ ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଆଜିର ସ୍ୱତନ୍ତ୍ର ଦିବସରେ ଆମେ ଭଗବାନ ମହାବୀରଙ୍କ ମହତ ଶିକ୍ଷାକୁ ସ୍ମରଣ କରୁଛେ । ସେ ଶାନ୍ତିପୂର୍ଣ୍ଣ, ସୌହାର୍ଦ୍ଦ୍ୟପୂର୍ଣ୍ଣ ଓ ସମୃଦ୍ଧ ସମାଜ ନିର୍ମାଣ ପାଇଁ ମାର୍ଗ ପ୍ରଦର୍ଶନ କରିଥିଲେ । ତାଙ୍କ ଦ୍ୱାରା ପ୍ରେରିତ ହୋଇ ଆମେ ସଦା ଅନ୍ୟର ସେବା କରିବା ଏବଂ ଗରିବ ଓ ପଛୁଆ ଲୋକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବା ।”  

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Spirituality remains key driver for travel in Asia, India ranks top: Report

Media Coverage

Spirituality remains key driver for travel in Asia, India ranks top: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 26, 2026
March 26, 2026

India’s Economy, Innovative Spirit and Global Standing Continue to Thrive with the Modi Government