ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ବିମାନବନ୍ଦରରେ ୟୁ. ଏ. ଇ. ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହ୍ୟାନଙ୍କୁ ସ୍ୱାଗତ କରିଥିଲେ। 
ଏକ୍ସ ରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି: 
"ୟୁ. ଏ. ଇ. ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ୍ ଜାୟେଦ ଅଲ ନାହ୍ୟାନଙ୍କୁ ସ୍ୱାଗତ କରିବା ପାଇଁ ମୁଁ ବିମାନବନ୍ଦରକୁ ଯାଇଥିଲି। ତାଙ୍କର ଏହି ଗସ୍ତ ଏକ ସୁଦୃଢ଼ ଭାରତ-ୟୁ. ଏ. ଇ. ବନ୍ଧୁତ୍ୱ ପ୍ରତି ତାଙ୍କର ଗୁରୁତ୍ୱକୁ ଦର୍ଶାଉଛି। ଆମର ଆଲୋଚନାକୁ ଅପେକ୍ଷା କରିଛୁ। 
@MohamedBinZayed”
 

“‏توجهتُ إلى المطار لاستقبال أخي، صاحب السمو الشيخ محمد بن زايد آل نهيان، رئيس دولة الإمارات العربية المتحدة. تُجسّد زيارته الأهمية التي يوليها لعلاقات الصداقة المتينة بين الهند والإمارات. أتطلع إلى مباحثاتنا.

‏⁦‪@MohamedBinZayed

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
FinMin confident of coping with West Asia crisis with adequate fiscal room

Media Coverage

FinMin confident of coping with West Asia crisis with adequate fiscal room
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 14, 2026
May 14, 2026

Kisan Kalyan to Viksit Bharat: PM Modi Delivers Jobs, Markets & Dignity Across Rural and Industrial India