ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

 

ସମାରୋହ ଉପଲକ୍ଷେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସର ସର୍ବୋଚ୍ଚ ନାଗରିକ ସମ୍ମାନ ଗ୍ରାଣ୍ଡ କମାଣ୍ଡର୍‌ ଅଫ୍‌ ଦ ଅର୍ଡର ଅଫ୍‌ ଦ ଷ୍ଟାର୍‌ ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସନ୍‌ (ଜିସିଏସକେ) ପୁରସ୍କାରରେ ସମ୍ମାନିତ କରାଯାଇଛି । ପ୍ରଥମ ଥର ପାଇଁ ଜଣେ ଭାରତୀୟ ନେତାଙ୍କୁ ଏହି ସମ୍ମାନ ମିଳିଛି।

 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପୁରସ୍କାରକୁ ଭାରତ ଏବଂ ମରିସସ ମଧ୍ୟରେ ରହିଥିବା ନିବିଡ଼ ବନ୍ଧୁତା ଏବଂ ଭାରତର ୧୪୦ କୋଟି ନାଗରିକ ଓ ମରିସସର ୧୩ ଲକ୍ଷ ଭାଇ ଓ ଭଉଣୀମାନଙ୍କୁ ଉତ୍ସର୍ଗ କରିଛନ୍ତି।

 

ଜାତୀୟ ଦିବସ ସମାରୋହରେ ଭାରତୀୟ ନୌସେନାର ଏକ ଦଳ ପରେଡରେ ଅଂଶଗ୍ରହଣ କରିଥିଲା। ସେହିପରି ଭାରତୀୟ ନୌସେନାର ଗୋଟିଏ ଜାହାଜ ମଧ୍ୟ ଜାତୀୟ ଦିବସ ସମାରୋହ ଅବସରରେ ସେଠାକାର ବନ୍ଦରରେ ପହଞ୍ଚିଥିଲା।

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Will Work Together For Restoration Of Peace': PM Modi Speaks To UAE President

Media Coverage

'Will Work Together For Restoration Of Peace': PM Modi Speaks To UAE President
NM on the go

Nm on the go

Always be the first to hear from the PM. Get the App Now!
...
Prime Minister Narendra Modi shares a Sanskrit Subhashitam highlights the significance of bravery and courage in influencing the world
March 18, 2026

Prime Minister Shri Narendra Modi shared a Sanskrit Subhashitam today, highlighting the importance of valor and the profound impact a brave individual can have on the entire world.

The Prime Minister remarked that bravery and prowess are the capital through which every difficulty can be faced. Shri Modi affirmed that the courage and self-confidence of India's youth serve as an inspiration in this regard.

The Prime Minister wrote on X;

"वीरता और पराक्रम वो पूंजी है, जिससे हर कठिनाई का सामना किया जा सकता है। भारत के युवाओं का साहस और आत्मविश्वास इसी की प्रेरणा देता है।

एकेनापि हि शूरेण पादाक्रान्तं महीतलम्।
क्रियते भास्करेणेव स्फारस्फुरिततेजसा ॥"

Just as the sun lights the whole earth with its bright rays, in the same way a brave person can influence the whole world with his courage.