ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରତ୍ୟେକ କୋଣ ଅନୁକୋଣରେ ଅତ୍ୟାଧୁନିକ ଜ୍ଞାନକୌଶଳ ଆଣିବା ନିମନ୍ତେ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ଏବଂ କହିଛନ୍ତି ଯେ, ବିଭିନ୍ନ ଜିଲ୍ଲାରେ ୩ ଲକ୍ଷରୁ ଅଧିକ ୫ ଜି ସାଇଟର ସଫଳ ସ୍ଥାପନା ଆମ ବୈଷୟିକ ଯାତ୍ରାରେ ଏକ ଉଲ୍ଲେଖନୀୟ ସଫଳତାକୁ ଦର୍ଶାଉଛି ।

ବିଶ୍ୱର ଦ୍ୱିତୀୟ ବୃହତ୍ତମ ୫ଜି ଇକୋସିଷ୍ଟମ ବାବଦରେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ  ଶ୍ରୀ ଅଶ୍ୱିନୀ ବୈଷ୍ଣବ କରିଥିବା ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଡିଜିଟାଲ ସଂଯୋଗୀକରଣରେ ଭାରତ ଆଗକୁ ବଢ଼ୁଛି! ବିଭିନ୍ନ ଜିଲ୍ଲାରେ ୩ ଲକ୍ଷରୁ ଅଧିକ ୫ ଜି ସାଇଟର ସଫଳ ସ୍ଥାପନା ଆମ ବୈଷୟିକ ଯାତ୍ରାରେ ଏକ ଉଲ୍ଲେଖନୀୟ ସଫଳତାକୁ ଦର୍ଶାଉଛି । ଏହି ଦ୍ରୁତ ୫ଜି ରୋଲଆଉଟ୍ ଦେଶର ପ୍ରତ୍ୟେକ କୋଣରେ ଅତ୍ୟାଧୁନିକ ଜ୍ଞାନକୌଶଳ ଆଣିବା, ଜୀବରେ ବ୍ୟାପକ ପରିବର୍ତ୍ତନ ଏବଂ ପ୍ରଗତିକୁ ଅନୁକରଣ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ସୂଚାଉଛି ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Strategic partnership' to 'Cooperation in AI': Six major outcomes of PM Modi's historic Sweden visit - Check

Media Coverage

'Strategic partnership' to 'Cooperation in AI': Six major outcomes of PM Modi's historic Sweden visit - Check
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 18, 2026
May 18, 2026

Norway to Netherlands: PM Modi's Leadership Turns Heritage, Honors & High-Tech Deals into India's Global Momen