ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ଆଜି ତାଙ୍କ ଜୟନ୍ତୀରେ ସ୍ମରଣ କରିଛନ୍ତି ।

ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି:

“ଗରିବ ଓ କୃଷକଙ୍କ ପ୍ରକୃତ ହିତୈଷୀ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଚୌଧୁରୀ ଚରଣ ସିଂହଙ୍କ ଜୟନ୍ତୀରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି । ରାଷ୍ଟ୍ର ପ୍ରତି ତାଙ୍କ ସମର୍ପଣ ଓ ସେବା ଭାବନା ସମସ୍ତଙ୍କୁ ପ୍ରେରଣା ଯୋଗାଇବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
President Droupadi Murmu writes: Let’s hold our teachers in the highest esteem. They help India learn and lead

Media Coverage

President Droupadi Murmu writes: Let’s hold our teachers in the highest esteem. They help India learn and lead
NM on the go

Nm on the go

Always be the first to hear from the PM. Get the App Now!
...
Share your ideas and suggestions for 'Mann Ki Baat' now!
September 05, 2026

Prime Minister Narendra Modi will share 'Mann Ki Baat' on Sunday, September 27th. If you have innovative ideas and suggestions, here is an opportunity to directly share it with the PM. Some of the suggestions would be referred by the Prime Minister during his address.

Share your inputs in the comments section below.