ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୯ତମ ପୂଣ୍ୟତିଥିରେ ତାଙ୍କୁ ସ୍ମରଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଜୀଙ୍କୁ ତାଙ୍କ ପୂଣ୍ୟତିଥିରେ ମନେ ପକାଉଛି’ ।
Remembering former PM Indira Gandhi Ji on her death anniversary.
— Narendra Modi (@narendramodi) October 31, 2023


