ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଜି ସହିଦ ଦିବସରେ ପ୍ରଧାନମନ୍ତ୍ରୀ ମଧ୍ୟ ଆମ ଦେଶକୁ ସାହସିକତାର ସହିତ ରକ୍ଷା କରିଥିବା ସମସ୍ତ ମହାନ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବାପୁଙ୍କ ତାଙ୍କ ପୁଣ୍ୟ ତିଥିରେ ସ୍ମରଣ କରିବା । ତାଙ୍କର ମହାନ ଆଦର୍ଶକୁ ଅଧିକ ଲୋକପ୍ରିୟ କରିବା ଆମର ସାମୂହିକ କର୍ତ୍ତବ୍ୟ ।
ଆଜି, ସହିଦ ଦିବସରେ, ଆମ ଦେଶକୁ ସାହସର ସହିତ ରକ୍ଷା କରିଥିବା ସମସ୍ତ ମହାନ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି । ସେମାନଙ୍କର ସେବା ଏବଂ ସାହସିକତା ସର୍ବଦା ସ୍ମରଣୀୟ ହୋଇ ରହିବ ।“
Remembering Bapu on his Punya Tithi. It is our collective endeavour to further popularise his noble ideals.
— Narendra Modi (@narendramodi) January 30, 2022
Today, on Martyrs’ Day, paying homage to all the greats who courageously safeguarded our nation. Their service and bravery will always be remembered.


