ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି ନରସିଂହ ରାଓଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି ନରସିଂହ ରାଓ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି । ଜାତୀୟ ପ୍ରଗତିରେ ତାଙ୍କର ସମୃଦ୍ଧ ଅବଦାନ ପାଇଁ ଭାରତ ତାଙ୍କ ନିକଟରେ କୃତଜ୍ଞ । ସେ ଜଣେ ମହାନ ବିଦ୍ୱାନ ତଥା ବୁଦ୍ଧିଜୀବୀ ଭାବରେ ମଧ୍ୟ ଏକ ପରିଚୟ ସୃଷ୍ଟି କରିଥିଲେ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s GDP growth likely to stay strong at 7-7.2% in FY27 despite global risks: Report

Media Coverage

India’s GDP growth likely to stay strong at 7-7.2% in FY27 despite global risks: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 30, 2026
August 30, 2026

Tiranga in Tashkent, Relief in Nepal: Soft Power Meets First Responder

Vocal for Local, Nari Shakti, Real Heroes: Mann Ki Baat’s Atmanirbhar Hour