ସେୟାର
 
Comments

କେରଳ ଏବଂ ବିଶ୍ଵରେ ବସବାସ କରୁଥିବା ସମସ୍ତ ମାଲାୟାଲିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଷୁ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “କେରଳବାସୀଙ୍କୁ ବିଷୁ ପର୍ବର ଶୁଭେଚ୍ଛା । ଏହି ପର୍ବ ଅବସରରେ ବିଶ୍ଵରେ ବସବାସ କରୁଥିବା ସମସ୍ତ ମାଲାୟାଲିଙ୍କୁ ମୁଁ ମୋର ଅଭିନନ୍ଦନ ଜଣାଉଛି । ନୂଆ ବର୍ଷ ଆପଣ ସମସ୍ତଙ୍କ ଜୀବନରେ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସୁଖ ଶାନ୍ତି ଆଣିଦେଉ” ।

20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Celebrating India’s remarkable Covid-19 vaccination drive

Media Coverage

Celebrating India’s remarkable Covid-19 vaccination drive
...

Nm on the go

Always be the first to hear from the PM. Get the App Now!
...
ସେୟାର
 
Comments

Join Live for Mann Ki Baat