ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଅଗଷ୍ଟ ୨୦୨୩ ରେ ଏଥେନ୍ସରେ ଗ୍ରୀସର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କିରିଆକୋସ୍ ମିଟସୋଟାକିସ ଙ୍କ ଦ୍ୱାରା ଆୟୋଜିତ ବ୍ୟବସାୟିକ ମଧ୍ୟାହ୍ନ ଭୋଜନରେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଜାହାଜ ଚଳାଚଳ, ଭିତ୍ତିଭୂମି, ଶକ୍ତି ସମେତ ବିଭିନ୍ନ କ୍ଷେତ୍ରର ଅଗ୍ରଣୀ ଭାରତୀୟ ଏବଂ ଗ୍ରୀକ ସିଇଓମାନେ ଅଂଶଗ୍ରହଣ କରିଥିଲେ।

ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଅକ୍ଷୟ ଶକ୍ତି, ଷ୍ଟାର୍ଟଅପ୍, ଫାର୍ମା, ଆଇଟି, ଡିଜିଟାଲ ପଇଠ ଏବଂ ଭିତ୍ତିଭୂମି ଭଳି କ୍ଷେତ୍ରରେ ଭାରତର ଅଗ୍ରଗତି ଏବଂ ବ୍ୟବସାୟକୁ ପ୍ରୋତ୍ସାହିତ କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଭାରତ ଓ ଗ୍ରୀସ୍ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଅର୍ଥନୈତିକ ସହଯୋଗକୁ ପ୍ରୋତ୍ସାହିତ କରିବାରେ ଏହି ଶିଳ୍ପ ମୁଖ୍ୟମାନଙ୍କ ଭୂମିକାକୁ ସେ ସ୍ୱୀକାର କରିଥିଲେ।

ଭାରତରେ ପୁଞ୍ଜିନିବେଶ ସୁଯୋଗର ଉପଯୋଗ କରିବା ଏବଂ ଭାରତର ଅଭିବୃଦ୍ଧି କାହାଣୀର ଏକ ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ବ୍ୟବସାୟୀ ମୁଖ୍ୟମାନଙ୍କୁ ଉତ୍ସାହିତ କରିଥିଲେ ।

ନିମ୍ନଲିଖିତ ସିଇଓମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ:

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi’s FTA push: Why India’s MSMEs now have a bigger export opportunity

Media Coverage

PM Modi’s FTA push: Why India’s MSMEs now have a bigger export opportunity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 17, 2026
August 17, 2026

India Ascendant: Citizens Hail PM Modi's Vision and India’s Multi-Sectoral Growth