ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋରିଆ ଗଣତନ୍ତ୍ରର ରାଷ୍ଟ୍ରପତି ମାନ୍ୟବର ମୁନ ଜେ-ଇନଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ।

କୋଭିଡ-19 ମହାମାରୀ ଲଢେଇର ଅଗ୍ରଗତି, ଅନ୍ତର୍ଜାତୀୟ ଭାଲ୍ୟୁ ଚେନର ବିବିଧକରଣ, ସ୍ୱଚ୍ଛ ସଂରକ୍ଷଣର ଆବଶ୍ୟକତା, ବିକାଶ ତଥା ନିୟମ-ଆଧାରିତ ବିଶ୍ୱ ବାଣିଜ୍ୟ ଏବଂ ବିଶ୍ୱ ବାଣିଜ୍ୟ ସଂଗଠନର ଗୁରୁତ୍ୱପୂର୍ଣ୍ଣ ଭୂମିକା ସହିତ ବିଶ୍ଵସ୍ତରୀୟ ବିକାଶ ଉପରେ ଦୁଇ ନେତା ସମୀକ୍ଷା କରିଥିଲେ ।

ଉପରୋକ୍ତ ପ୍ରସଙ୍ଗ ଉପରେ ଉଭୟ ଦେଶ ଯୋଗାଯୋଗରେ ରହିବା ସହିତ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ତ୍ୱରାନ୍ୱିତ କରିବା ନେଇ ଦୁଇ ନେତା ସହମତ ହୋଇଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'We'll provide AI skill training to 1 crore youth': PM Modi's big announcement on Independence Day 2026

Media Coverage

'We'll provide AI skill training to 1 crore youth': PM Modi's big announcement on Independence Day 2026
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 15, 2026
August 15, 2026

Azadi Ka Amrit Mahotsav Continues: PM Modi’s Independence Day Vision Unites Growth, Youth Power & National Pride