ଆଇଟିବିପି ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଇଟିବିପି କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଆଇଟିବିପି ପ୍ରତିଷ୍ଠା ଦିବସରେ ମୁଁ ଆମ ଆଇଟିବିପି କର୍ମଚାରୀଙ୍କ ଅଦମ୍ୟ ଭାବନା ଏବଂ ବୀରତ୍ୱକୁ ସାଲ୍ୟୁଟ କରୁଛି । ସେମାନେ ଦେଶର ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କ ପ୍ରଶଂସନୀୟ ମାନବୀୟ ଉଦ୍ୟମ ନିରନ୍ତର ପ୍ରତିବଦ୍ଧତାର ପ୍ରମାଣ । ସେମାନେ ସମାନ ଆଗ୍ରହ ଏବଂ ଉତ୍ସାହ ସହ ସେବା ଜାରି ରଖନ୍ତୁ ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India accelerates ‘semiconductor drive’ with Rs 1.64 lakh crore investment plan

Media Coverage

India accelerates ‘semiconductor drive’ with Rs 1.64 lakh crore investment plan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 29, 2026
June 29, 2026

PM Modi Advancing National Strength Through Unity, Innovation and Janbhagidari