କୋଭିଡ-19 ନୋଭେଲ କରୋନା ଭୂତାଣୁ ପରିସ୍ଥିତିକୁ ନେଇ ସରକାର ସମ୍ପୁର୍ଣ୍ଣ ରୂପେ ସଜାଗ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।

ଆଜି ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମସ୍ତଙ୍କ ସୁରକ୍ଷା ଦିଗରେ ମନ୍ତ୍ରଣାଳୟ ଏବଂ ରାଜ୍ୟମାନେ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି ।
ଭୟଭୀତ ନ ହେବା ସହିତ ଅନାବଶ୍ୟକ ଯାତ୍ରା ଓ ଜନ ସମାଗମକୁ ବର୍ଜନ କରିବା ଲାଗି ସେ ଲୋକଙ୍କୁ ନିବେଦନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ କୌଣସି ମନ୍ତ୍ରୀ ଆଗାମୀ ଦିନରେ ବିଦେଶ ଯାତ୍ରା କରିପାରିବେ ନାହିଁ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Housing ministry raises EWS housing target under PMAY 2.0 by 350%

Media Coverage

Housing ministry raises EWS housing target under PMAY 2.0 by 350%
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles the loss of lives in a mishap in East Jaintia Hills, Meghalaya
February 05, 2026
PM announces ex-gratia from PMNRF

Prime Minister Shri Narendra Modi today condoled the loss of lives the mishap in East Jaintia Hills, Meghalaya. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.

The PMO India handle in post on X said:

“Pained by the mishap in East Jaintia Hills, Meghalaya. Condolences to those who lost their loved ones. May the injured recover at the earliest.

An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi”